ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଆଇଆଇସି

କୋରାପୁଟ ରାଜ୍ୟ
Spread the love

କୋରାପୁଟ, ୧୮/୧୨: ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ। ମାମଲାର ରଫାଦଫା କରିବାକୁ ଥାନା ଅଧିକାରିଣୀ ସୁକ୍‌ମା ହାଁସଦା ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଥାନାରେ ଲାଞ୍ଚ ଟଙ୍କା ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଛି। ଦଶମନ୍ତପୁର ଥାନା ଭିତରେ ଆଇଆଇସିଙ୍କୁ ଜୟପୁର ଭିଜିଲାନ୍ସ ଟିମ୍‌ ଅଧିକ ପଚରାଉଚରା କରୁଛି।

Leave a Reply

Your email address will not be published. Required fields are marked *