ଅନୁ ଗର୍ଗଙ୍କ ହେଲେ ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ବର, ୨୪/୧୨: ଉନ୍ନୟନ କମିସନର ଅନୁ ଗର୍ଗଙ୍କ ପଦୋନ୍ନତି ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମତୀ ଗର୍ଗଙ୍କୁ ନୂଆ ଦାୟିତ୍ବ ମିଳିଛି। ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବ। ଶ୍ରୀ ଆହୁଜାଙ୍କ ସ୍ଥାନରେ ରାଜ୍ୟ ସରକାର ଅନୁ ଗର୍ଗଙ୍କୁ ଅବସ୍ଥାପିତ କରିଛନ୍ତି। ଏଥି ସହିତ ରାଜ୍ୟବାସୀଙ୍କୁ ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ମିଳିଛି।

Leave a Reply

Your email address will not be published. Required fields are marked *