Odisha School Reopening

ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି

ରାଜ୍ୟ
Spread the love

ଜଗତସିଂହପୁର: ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ସହ ଯାତାୟାତ ବ୍ୟାହତ ହେବାର ଆଶଙ୍କା ରହିଥିବାରୁ ଛାତ୍ରଛାତ୍ରୀ ଓ ଶିଶୁମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

Leave a Reply

Your email address will not be published. Required fields are marked *