ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ରାଜ୍ୟ August 25, 2026Nagar KhabarLeave a Comment on ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ Spread the loveଭୁବନେଶ୍ବର: ୨୦୨୬ ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ। ଚଳିତ ମୌସୁମୀ ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ବିଲ୍ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ।