ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ମଧ୍ୟମ ଦୂରଗାମୀ ବାଲେଷ୍ଟିକ୍‌ ମିସାଇଲ ଅଗ୍ନି-୧ର ସଫଳ ପରୀକ୍ଷଣ

ରାଜ୍ୟ
Share

ବାଲେଶ୍ବର: ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ଅବ୍‌ଦୁଲ କଲାମ ଦ୍ୱୀପରୁ ଗୁରୁବାର ମଧ୍ୟମ ଦୂରଗାମୀ ବାଲେଷ୍ଟିକ୍‌ ମିସାଇଲ ଅଗ୍ନି-୧ର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ସମୟରେ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦିଗ, ଗତି ଓ ଟାର୍ଗେଟକୁ ସଠିକ ଭାବେ ହିଟ୍‌ କରିଥିବା ବିଭାଗ ତରଫରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *