ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳିଦେଲେ ଟ୍ରାକ୍ଟର ମିକ୍ସଚର ମେସିନ

ଦେଶବିଦେଶ
Share

MAO-4

ମାଲକାନଗିରି : ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ । ପୋଲ ନିର୍ମାଣ ପାଇଁ ନିୟୋଜିତ ଟ୍ରାକ୍ଟର ମିକ୍ସଚର ମେସିନ ଜାଳିଦେଲେ ମାଓବାଦୀ । ଛତିଶଗଡର ନାରାୟଣପୁର ଜିଲ୍ଲାର ଅଭୁଝାମାଡ ଜଙ୍ଗଲରେ ଲଙ୍କାକାଣ୍ଡ ଘଟାଇଛନ୍ତି ମାଓବାଦୀ । ୫୦ରୁ ଅଧିକ ସଶସ୍ତ୍ର ମାଓବାଦୀ ଏଭଳି ପୋଡାଜଳା କରିଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *