Lingraj

ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ

ରାଜ୍ୟ
Share

ଭୁବନେଶ୍ବର: ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜା ପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ନୀତି କାନ୍ତି ବନ୍ଦ ହୋଇଛି । ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିବାରୁ କାଲି ଠାରୁ ଉପାସରେ ପଡିଛନ୍ତି ମହାପ୍ରଭୁ  । ତେବେ ପଇତା ଲାଗି ନୀତି ପାଇଁ ଉଭୟ ନିଯୋଗ ମଧ୍ୟରେ ବିବାଦ ଲାଗି ରହିଛି । ଯେଉଁ କାରଣରୁ ଏଭଳି ଅନିୟମିତତା ଦେଖିବାକୁ ମିଳୁଛି ।

Leave a Reply

Your email address will not be published. Required fields are marked *