ରାଜ୍ୟ ଖବର

Cm Mohan Majhi 3 1140x570 1 750x

ଆମେ ସେନାର ସାହସକୁ ନମନ କରୁଛୁ – ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ। ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ […]

ଦେଶବିଦେଶ

Amit

ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ

ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମାପାର ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହ ସମସ୍ତ ଅର୍ଦ୍ଧସାମରିକ ବାହିନୀ ମୁଖ୍ୟଙ୍କୁ ବର୍ତ୍ତମାନ ଛୁଟିରେ ଥିବା ଯବାନମାନଙ୍କୁ ଫେରାଇ ଆଣିବା ସହ ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ନିର୍ଦ୍ଦେଶ […]

Nagar
0257236
Total Visit : 257236