ରାଜ୍ୟ ଖବର

Di

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ତଦନ୍ତ ରିପୋର୍ଟରେ ଦିଘାଠାରେ ଶ୍ରୀଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା […]

ଦେଶବିଦେଶ

Rahul

ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ନିଯୁକ୍ତି ନେଇ ବୈଠକ ଆରମ୍ଭ ହୋଇଛି। ତିନି ଜଣିଆ ନିଯୁକ୍ତି କମିଟିର ସୁପାରିଶ କ୍ରମେ କେନ୍ଦ୍ର ସରକାର ସିବିଆଇ ନିର୍ଦ୍ଦେଶକଙ୍କ ନିଯୁକ୍ତି କରନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ଲୋକସଭାର ବିରୋଧୀ ଦଳ ନେତା ଏବଂ ଭାରତର ମୁଖ୍ୟ ବିଚାରପତି କିମ୍ବା ତାଙ୍କ ଦ୍ୱାରା ମନୋନୀତ […]

Nagar
0257194
Total Visit : 257194