ଦେଶବିଦେଶ
ରାଜ୍ୟ ଖବର
ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର […]
ଦେଶବିଦେଶ
ସୀମାରେ ପାକିସ୍ତାନର ଯୁଦ୍ଧ ବିରାମ ଉଲ୍ଲଙ୍ଘନ, ଜାମ୍ମୁକାଶ୍ମୀରର ବିଭିନ୍ନ ସେକ୍ଟରରେ ଡ୍ରୋନ ମାଡ଼ ସହ ଗୁଳିବର୍ଷଣ
ନୂଆଦିଲ୍ଳୀ: ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ। ଏଲଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ ସହ ଅଖନୁର, ରାଜୌରୀ ଓ ଆରଏସପୁରାରେ ଗୁଳିମାଡ଼ କରିଛି। ଜମ୍ମୁ କାଶ୍ମୀରରେ ଏକାଧିକ ସ୍ଥାନରେ ଗୁଳିଗୋଳା ବର୍ଷଣ କରିଛି। ଅରନିଆ, କଠୁଆ, ପୁଞ୍ଚ, ମେଣ୍ଢର, ଜମ୍ମୁ, ଏବଂ ନୌସେରାରେ ପାକିସ୍ତାନୀ ସେନା ଗୁଳିବର୍ଷଣ ଜାରି ରଖିଛନ୍ତି। ପାକିସ୍ତାନୀ ସେନାଙ୍କ ଗୁଳିମାଡ଼କୁ କଡ଼ା ଜବାବ ଦେଇଛି ଭାରତୀୟ ସେନା। ଅସ୍ତ୍ରବିରତି ଘୋଷଣାର ୩ଘଣ୍ଟା ପରେ ପାକିସ୍ତାନ ଏଲଓସିରେ ଉଲ୍ଲଙ୍ଘନ କରିଥିବା ସୂଚନା ମିଳିଛି। ପାକିସ୍ତାନୀ ସେନା […]

-
ଉତ୍କଳ ଗ୍ରାମ ସ୍ୱରାଜ୍ୟ commented on ଉତ୍କଳ ଗ୍ରାମସ୍ଵରାଜ୍ୟ, ଆନୁକୁଲ୍ୟରେ ମହିଳା ସଶକ୍ତିକରଣ ଦିବସ ପାଳନ: ମନୋଜ କୁମାର ଦାସ, ସଭାପତି ଉତ୍କଳ ଗ୍ରାମ ସ୍ୱରାଜ୍ୟ
-
bibhudutta das commented on ପ୍ରଧାନମନ୍ତ୍ରୀଙ୍କ ଘରେ ନୂଆ ଅତିଥି, ନାଁ ଦୀପଜ୍ୟୋତି: This is really a spirit and identity of Hinduism.
-
Abhaya Kumar Banerjee commented on ରୁଷ ଉପରେ ୟୁକ୍ରେନର ଘନ ଘନ ଡ୍ରୋନ ଆକ୍ରମଣ, ୧୬ଟି ଡ୍ରୋନକୁ ଖସାଇଲା ରୁଷ୍: News are very updated.....like see







![]() |