ଦେଶବିଦେଶ
ରାଜ୍ୟ ଖବର
କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା
କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍’ ବିଶ୍ବବିଦ୍ୟାଳୟରେ ନେପାଳର ବିଟେକ୍ ଦ୍ବିତୀୟ ବର୍ଷ ଛାତ୍ରୀ ପ୍ରକୃତି ଲାମ୍ସାଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲା ସରକାରଙ୍କ ଉଚ୍ଚସ୍ତରୀୟ କମିଟିରେ ବିଚାରାଧୀନ ରହିଛି। ଏହାର ପ୍ରାୟ ଅଢ଼େଇ ମାସ ପରେ ଉକ୍ତ ବିଶ୍ବବିଦ୍ୟାଳୟର କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷର […]
ଦେଶବିଦେଶ
କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି। ସେହି ନୀତିରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ରଣଧୀର ଜୟସ୍ୱାଲ ପ୍ରକାଶ କରିଛନ୍ତି। ଜମ୍ମୁ-କାଶ୍ମୀରରେ ଦ୍ୱିପାକ୍ଷିକ ପ୍ରସଙ୍ଗରେ ବୈଦେଶିକ ମନ୍ତ୍ରାଳୟର ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ରଣଧୀର […]

-
ଉତ୍କଳ ଗ୍ରାମ ସ୍ୱରାଜ୍ୟ commented on ଉତ୍କଳ ଗ୍ରାମସ୍ଵରାଜ୍ୟ, ଆନୁକୁଲ୍ୟରେ ମହିଳା ସଶକ୍ତିକରଣ ଦିବସ ପାଳନ: ମନୋଜ କୁମାର ଦାସ, ସଭାପତି ଉତ୍କଳ ଗ୍ରାମ ସ୍ୱରାଜ୍ୟ
-
bibhudutta das commented on ପ୍ରଧାନମନ୍ତ୍ରୀଙ୍କ ଘରେ ନୂଆ ଅତିଥି, ନାଁ ଦୀପଜ୍ୟୋତି: This is really a spirit and identity of Hinduism.
-
Abhaya Kumar Banerjee commented on ରୁଷ ଉପରେ ୟୁକ୍ରେନର ଘନ ଘନ ଡ୍ରୋନ ଆକ୍ରମଣ, ୧୬ଟି ଡ୍ରୋନକୁ ଖସାଇଲା ରୁଷ୍: News are very updated.....like see







![]() |