ରାଜ୍ୟ ଖବର

2

୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା ଘୁମୁସର ଦକ୍ଷୀଣ ବନଖଣ୍ଡ ଏବଂ ଉତ୍ତର ବନଖଣ୍ଡରୁ ଆଜକୁ ୫ ବର୍ଷ ହେବ ପୁରୀ ରଥଯାତ୍ରା ପାଇଁ କାଠ ପଠାଯାଉଛି। ଏହିଭଳି ମଙ୍ଗଳବାର ଘୋଗଡ ସଂରକ୍ଷିତ ଜଙ୍ଗଲରୁ ୨୩ ଖଣ୍ଡ କାଠକୁ ପୂଜାର୍ଚ୍ଚନା କରାଯିବା […]

ଦେଶବିଦେଶ

Mufti

ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍‌ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍‌ ଘଟଣା ପରେ ଅଟକ ଥିବା ଯୁବକଙ୍କୁ ମୁକ୍ତ କରିବାକୁ ଦାବି କରିଛନ୍ତି। ପିଡିପି ମୁଖ୍ୟ ନିର୍ଦ୍ଦୋଷ ନାଗରିକଙ୍କ ଗିରଫଦାରୀ ଉପରେ ପ୍ରଶ୍ନ ଉଠାଇଛନ୍ତି ଏବଂ କହିଛନ୍ତି ଯେ କୌଣସି ଗଣତାନ୍ତ୍ରିକ ଏବଂ ଦାୟିତ୍ୱବାନ ସମାଜ ନିଜ ଲୋକଙ୍କ ପ୍ରତି ଏପରି ବ୍ୟବହାରକୁ […]

Nagar
0257199
Total Visit : 257199