ରାଜ୍ୟ ଖବର

Zzzzzzzz

ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍‍ ଅଛି-ଆଇଓସିଏଲ୍‍

ନୂଆଦିଲ୍ଲୀ  : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶସାରା ଇଣ୍ଡିଆନ ଅଏଲର ପ୍ରଚୁର ଇନ୍ଧନ ମହଜୁଦ ରହିଛି । ଯୋଗାଣ ଲାଇନ ଗୁଡିକ ସୁଗମ ଭାବରେ କାର୍ଯ୍ୟ କରୁଛି । ସମସ୍ତ ଆଉଟଲେଟରେ ଇନ୍ଧନ ଏବଂ ଏଲପିଜି ସହଜରେ ଉପଲବ୍ଧ ରହିଛି […]

ଦେଶବିଦେଶ

Jp Nadda

ପ୍ରଚୁର ଔଷଧ ମହଜୁଦ୍‌ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ନୂଆଦିଲ୍ଲୀ : ଭାରତ-ପାକ୍‌ ମଧ୍ୟରେ ଲାଗିଥିବା ଉତ୍ତେଜନା ମଧ୍ୟରେ ହେଉଛି ଘନ ଘନ ବୈଠକ । ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକ ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜେପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ ଔଷଧ ନିର୍ମାତା କମ୍ପାନୀ ଓ ବିତରକମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏଥିରେ […]

Nagar
0257254
Total Visit : 257254