ରାଜ୍ୟ ଖବର

ସୌମ୍ୟରଞ୍ଜନ ସ୍ବାଇଁ ମୃତ୍ୟୁ ମାମଲାରେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗୱାର ନିଲମ୍ବିତ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାର ସୌମ୍ୟରଞ୍ଜନ ସ୍ବାଇଁ ମୃତ୍ୟୁ ମାମଲାରେ ଛନ୍ଦି ହୋଇଥିବା ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗୱାରଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଶ୍ରୀ ଗଙ୍ଗୱାରଙ୍କ ନିଲମ୍ବନ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତମାସ ୭ ତାରିଖରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଦିନ ଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅତି ନିର୍ମମ ଭାବେ ମାଡ଼ ମରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍‌ପିଟାଲରେ […]

ଦେଶବିଦେଶ

1952961 Trump

ଶାନ୍ତିି ଚୁକ୍ତି ପୂର୍ବରୁ ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଧମକ

ୱାଶିଂଟନ : ଶାନ୍ତିି ଚୁକ୍ତି ପୂର୍ବରୁ ଇରାନକୁ ଧମକାଇଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅବସାନ ପାଇଁ ଉଭୟ ଦେଶ ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷର ହେବାକୁ ଥିବା ବେଳେ ଏହା ଉପରେ ବିଶ୍ବବାସୀଙ୍କ ନଜର ରହିଛି। ଚୁକ୍ତି ସ୍ବାକ୍ଷର ନେଇ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଥିବା ମଧ୍ୟ କୁହାଯାଉଥିଲା। ଶୁକ୍ରବାର ଶାନ୍ତି ଚୁକ୍ତି ସ୍ଵାକ୍ଷର ହେବାକୁ ଥିବା ବେଳେ ଟ୍ରମ୍ପଙ୍କ ଚରମବାଣୀ ଯାହାକି ବିଶ୍ଵ ବଜାରରେ ତୈଳ […]