ରାଜ୍ୟ ଖବର

ରାଜ୍ୟରେ ଫେରିବ ମୂଳ ଓଡ଼ିଆ ନାମ, ୫୦ରୁ ଅଧିକ ସ୍ଥାନର ନାମ ପରିବର୍ତ୍ତନ ପ୍ରସ୍ତାବ

ଭୁବନେଶ୍ବର ୪।୬: ଓଡ଼ିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ଓ ତହସିଲର ମୂଳ ଓଡ଼ିଆ ନାମ ସଂଶୋଧନ ଦିଗରେ ରାଜ୍ୟ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଗଠିତ ବିଶେଷଜ୍ଞ କମିଟିର ଦ୍ୱିତୀୟ ବୈଠକରେ ୫୦ରୁ ଅଧିକ ସ୍ଥାନର ନାମକୁ ସେମାନଙ୍କର ମୂଳ ଓଡ଼ିଆ ଉଚ୍ଚାରଣ ଓ ଐତିହାସିକ ପରିଚୟ ଅନୁଯାୟୀ ପରିବର୍ତ୍ତନ କରିବାକୁ ସୁପାରିସ କରାଯାଇଛି। ପଦ୍ମଭୂଷଣ ଡ. ପ୍ରତିଭା ରାୟଙ୍କ ଅଧ୍ୟକ୍ଷତାରେ ଗତ ୨ ଜୁନରେ […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]