ରାଜ୍ୟ ଖବର

ବଢ଼ିଲା ଚାଉଳ ମିଲିଂ ଖର୍ଚ୍ଚ, ୨୦ ଟଙ୍କାରୁ ୪୦ ଟଙ୍କା ହେଲା ଉଷୁନା ଚାଉଳ କ୍ୱିଣ୍ଟାଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚାଷୀମାନଙ୍କ ଠାରୁ ଧାନ ଯେପରି ସୁରୁଖୁରୁରେ ସଂଗ୍ରହ ହେବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଉଷୁନା ଚାଉଳର ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅରୁଆ ଚାଉଳର (Raw Rice) ମିଲିଂ […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]