ରାଜ୍ୟ ଖବର

Maa Sarala Temple Jagatsinghpur2

ଝଙ୍କଡ଼ ସାରଳା ପୀଠରେ ରଜପର୍ବ, ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

ଝଙ୍କଡ଼ :  ପ୍ରସିଦ୍ଧ ଝଙ୍କଡ଼ ସାରଳା ପୀଠରେ, ଆସନ୍ତା ରଜପର୍ବ, ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ, ମନ୍ଦିର ବେଢାରେ ଥିବା ସଭାଗୃହ ରେ ଅନୁଷ୍ଠିତ ହୋଇଯାଇଛି l ଗତ ଶୁକ୍ରବାରଦିନ ଅପରାହ୍ନ ରେ ଜଗତସିଂହପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି ବୈଠକ ରେ ତିନିଦିନ ବ୍ୟାପି ଜନବହୁଳ ରଜପର୍ବ ରେ ମାଆଙ୍କ ମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଯାନବାହାନ ନିୟନ୍ତ୍ରଣ ଠାରୁ ଆରମ୍ଭକରି ସ୍ୱାସ୍ଥ୍ୟସେବା ଆଦି […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]