ରାଜ୍ୟ ଖବର

ମାତିଲା କକ୍ରୋଚ ଜନତା ପାର୍ଟି, ତେଜିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ନୂଆଦିଲ୍ଲ : ଦିଲ୍ଲୀର ଯନ୍ତରମନ୍ତରରୁ ଶୁଭିଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି। ଯନ୍ତରମନ୍ତରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରି ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରିଛି କକ୍ରୋଚ ଜନତା ପାର୍ଟି। ଯୁବଗୋଷ୍ଠୀଙ୍କ ଦ୍ୱାରା ସୋଶାଲ ମିଡିଆରୁ ଆରମ୍ଭ ହୋଇଥିବା ଏହି ସଂଗଠନର ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଦେଇଛି ରଣହୁଙ୍କାର। ହଜାର ହଜାର ଯୁବକ ଓ ଯୁବତୀ ବିକ୍ଷୋଭରେ ସାମିଲ ହୋଇ ଭୁଶୁଡ଼ି ପଡ଼ିଥିବା ଶିକ୍ଷା ବ୍ୟବସ୍ଥା ପାଇଁ ସିଧାସଳଖ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟୀ କରିଛନ୍ତି। […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]