ରାଜ୍ୟ ଖବର

ଭାରତରେ ଲଞ୍ଚ୍ ହେଲା E85 ଫୁଏଲ୍, ପେଟ୍ରୋଲ୍ ଠାରୁ ୨୦ ଟଙ୍କା ଶସ୍ତା

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ସଂଘର୍ଷ ଯୋଗୁଁ ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟରେ ଲାଗାତାର ଅସ୍ଥିର ହୋଇ ରହିଛି । ଏହାରି ଭିତରେ ଭାରତ ନିଜ ଶକ୍ତି ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛି । ଦେଶକୁ ଇନ୍ଧନ ମାମଲାରେ ଆତ୍ମନିର୍ଭର କରିବା ପରିବେଶକୁ ସ୍ୱଚ୍ଛ ରଖିବା ଉଦ୍ଦେଶ୍ୟରେ ଭାରତରେ ଆନୁଷ୍ଠାନିକ ଭାବେ E85 ଫୁଏଲ୍ ଲଞ୍ଚ କରିଛି । ଏହି ନୂଆ ଇନ୍ଧନ କେବଳ ପରିବେଶ ଅନୁକୂଳ ହେବ ନାହିଁ ବରଂ ଆପଣଙ୍କ ଖର୍ଚ୍ଚକୁ […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]