ରାଜ୍ୟ ଖବର

ଯନ୍ତ୍ରୀଙ୍କ ଲକରରୁ ମିଳିଲା ୨ କୋଟି; ୫ କୋଠା ଓ ୧୩ ପ୍ଲଟ୍ ଠାବ; ଘରର ଇଣ୍ଟେରିଅର ଦେଖିଲେ ହୋଇଯିବେ ତାଜୁବ

ଭୁବନେଶ୍ବର : ଭିଜିଲାନ୍ସ ରେଡ୍ ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ବୈକୁଣ୍ଠ ନାଥ ବେହେରାଙ୍କ ଲକରରୁ ୨ କୋଟି ଟଙ୍କା ଠାବ କରାଯାଇଛି। ଏହି ଲକର ତାଙ୍କ ପତ୍ନୀଙ୍କ ନାମରେ ଥିବା ଜଣାପଡ଼ିଛି। ଏହା ସହିତ ତାଙ୍କର ଆଉ ଏକ ଲକରରୁ ୩୫୦ ଗ୍ରାମ ସୁନା ଗହଣା ଠାବ କରାଯାଇଛି। ବାବୁଙ୍କର ଆହୁରି ୨ଟି ବ୍ୟାଙ୍କ ଲକର ଥିବା ଜଣାପଡ଼ିଛି। ରେଡ୍ ବେଳେ ସହକାରୀ […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]