ରାଜ୍ୟ ଖବର

ଓଡ଼ିଶାକୁ ଅତିରିକ୍ତ ୬ଟି ସ୍ନାତକୋତ୍ତର ଡାକ୍ତରୀ ସିଟ୍ ସ୍ୱୀକୃତି, ଡାକ୍ତରୀ ଶିକ୍ଷା ଏବଂ ବିଶେଷଜ୍ଞ ସ୍ୱାସ୍ଥ୍ୟସେବାକୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ଵର: ନୂଆଦିଲ୍ଲୀର ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସ (NBEMS) ଓଡ଼ିଶାରେ ଅତିରିକ୍ତ ସ୍ନାତକୋତ୍ତର ଡାକ୍ତରୀ ସିଟ୍ ପାଇଁ ମାନ୍ୟତା ପ୍ରଦାନ କରିଛି । କୋରାପୁଟର ସହିଦ ଲକ୍ଷଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ (SLNMCH)କୁ DNB (ଡିପ୍ଲୋମେଟ୍ ଅଫ୍ ନ୍ୟାସନାଲ ବୋର୍ଡ), ପ୍ରସୂତି ଏବଂ ସ୍ତ୍ରୀ ରୋଗ ବିଭାଗ (O&G) ୪ଟି ସିଟକୁ ସ୍ୱୀକୃତି ମିଳିଛି । ପୁରୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଶିଶୁରୋଗରେ ୨ଟି ଏମବିବିଏସ ଡିପ୍ଲୋମା ସିଟ୍ ସ୍ୱୀକୃତି […]

ଦେଶବିଦେଶ

ଚଳିତ ଶିକ୍ଷାବର୍ଷରୁ ବୈଷୟିକ ଓ ମେଡିକାଲ ପାଠପଢ଼ାରେ ଏସସି-ଏସଟିଙ୍କୁ ଦ୍ୱିଗୁଣ ଓ ଏସଇବିସିଙ୍କୁ ମିଳିବ ୧୧.୨୫% ସଂରକ୍ଷଣ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଦୀର୍ଘବର୍ଷର ତର୍କବିତର୍କ ଓ ଛକାପଞ୍ଝା ପରେ ଚଳିତ ୨୦୨୬-୨୭ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବୃତ୍ତିଗତ ଓ ବୈଷୟିକ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ବର୍ଦ୍ଧିତ ସଂରକ୍ଷଣ ହାର ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ପ୍ରଥମଥର ପାଇଁ ସାମାଜିକ ଓ ଶିକ୍ଷାଗତ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସୁବିଧା ସହ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ସଂରକ୍ଷଣ ହାର ମଧ୍ୟ ବୃଦ୍ଧି ପାଇଛି। ଆଜି(ଜୁନ୍ ୨) ବିଧିବଦ୍ଧ ଭାବେ ଅନୁସୂଚିତ ଜାତି,ଜନଜାତି ଓ […]